ପ୍ରଧାନମନ୍ତ୍ରୀଙ୍କ କାର୍ଯ୍ୟାଳୟ
ପ୍ରଧାନମନ୍ତ୍ରୀଙ୍କୁ ଭେଟିଲେ ଗୁଜରାଟ ମୁଖ୍ୟମନ୍ତ୍ରୀ
ପୋଷ୍ଟ କରାଯିବା ଦିନାଙ୍କ:
01 SEP 2023 6:45PM by PIB Bhubaneshwar
ଗୁଜରାଟ ମୁଖ୍ୟମନ୍ତ୍ରୀ ଶ୍ରୀ ଭୂପେନ୍ଦ୍ର ପଟେଲ ଆଜି ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀଙ୍କୁ ଭେଟିଛନ୍ତି ।
ଏକ ଏକ୍ସ ପୋଷ୍ଟରେ ପ୍ରଧାନମନ୍ତ୍ରୀଙ୍କ କାର୍ଯ୍ୟାଳୟ ପକ୍ଷରୁ କୁହାଯାଇଛି:
‘ଗୁଜରାଟ ମୁଖ୍ୟମନ୍ତ୍ରୀ ଶ୍ରୀ ଭୂପେନ୍ଦ୍ର ପଟେଲ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କୁ ଭେଟିଛନ୍ତି ।’
SR
(ରିଲିଜ ଆଡି: 1954546)
ପରିଦର୍ଶକ କାଉଣ୍ଟର : 121
ଏହି ରିଲିଜ ପଢନ୍ତୁ :
English
,
Urdu
,
हिन्दी
,
Marathi
,
Manipuri
,
Bengali
,
Assamese
,
Punjabi
,
Gujarati
,
Tamil
,
Telugu
,
Kannada
,
Malayalam