ପୋଷ୍ଟ କରାଯିବା ଦିନାଙ୍କ:
19 OCT 2023 9:00AM by PIB Bhubaneswar
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ମାତୃପ୍ରେମର ପ୍ରତୀକ ମା’ ସ୍କନ୍ଦମାତାଙ୍କୁ ପ୍ରାର୍ଥନା କରି ତାଙ୍କର ସମସ୍ତ ଭକ୍ତ ପାଇଁ ଆଶୀର୍ବାଦ ଲୋଡ଼ିଛନ୍ତି ।
ଶ୍ରୀ ମୋଦୀ ଦେବୀଙ୍କ ପ୍ରାର୍ଥନା (ସ୍ତୁତି) ମଧ୍ୟ ସେୟାର କରିଛନ୍ତି ।
ଏକ ଏକ୍ସ ପୋଷ୍ଟରେ ପ୍ରଧାନମନ୍ତ୍ରୀ କହିଛନ୍ତି:
‘ନବରାତ୍ରୀରେ ଆଜି ମାତୃ ପ୍ରେମର ପ୍ରତୀକ ଦେବୀ ସ୍କନ୍ଦମାତାଙ୍କ ବିଶେଷ ପୂଜା କରାଯାଏ । ମା’ ତାଙ୍କର ସମସ୍ତ ଉପାସକଙ୍କୁ ନବଚେତନା ଏବଂ ନବସୃଜନର ଆଶୀର୍ବାଦ ଦିଅନ୍ତୁ, ଏହା ହିଁ କାମନା ।’
SR