ପ୍ରଧାନମନ୍ତ୍ରୀଙ୍କ କାର୍ଯ୍ୟାଳୟ
ସରକାରଙ୍କ ମୁଖ୍ୟ ଭାବରେ ଦେଶ ସେବାର ୨୫ ବର୍ଷର ପୂର୍ତ୍ତି ଅବସରରେ ଶୁଭେଚ୍ଛା ପାଇଁ ଫିଲିପାଇନ୍ସର ରାଷ୍ଟ୍ରପତି ଫର୍ଡିନାଣ୍ଡ ମାର୍କୋସ୍ ଜୁନିଅର୍ଙ୍କୁ ଧନ୍ୟବାଦ ଜଣାଇଲେ ପ୍ରଧାନମନ୍ତ୍ରୀ
ପୋଷ୍ଟ କରାଯିବା ଦିନାଙ୍କ:
09 OCT 2026 10:15AM by PIB Bhubaneswar
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଫିଲିପାଇନ୍ସର ରାଷ୍ଟ୍ରପତି ଫର୍ଡିନାଣ୍ଡ ମାର୍କୋସ୍ ଜୁନିଅର୍ଙ୍କୁ ତାଙ୍କର ହାର୍ଦ୍ଦିକ ଶୁଭେଚ୍ଛା ପାଇଁ ଧନ୍ୟବାଦ ଜଣାଇଛନ୍ତି ଏବଂ ଦୁଇ ରାଷ୍ଟ୍ର ମଧ୍ୟରେ ସମ୍ପର୍କ ଜାରି ରଖିବା ତଥା ବନ୍ଧୁତାକୁ ଆହୁରି ଗଭୀର କରିବା ପାଇଁ ପ୍ରତିବଦ୍ଧତା ଦୋହରାଇଛନ୍ତି ।
ଶ୍ରୀ ମୋଦୀ ଏକ୍ସରେ ପୋଷ୍ଟ କରିଛନ୍ତି;
“ରାଷ୍ଟ୍ରପତି ଫର୍ଡିନାଣ୍ଡ ମାର୍କୋସ୍ ଜୁନିଅର, ଆପଣଙ୍କ ଶୁଭେଚ୍ଛା ପାଇଁ ଧନ୍ୟବାଦ ।
ଭାରତ ଫିଲିପାଇନ୍ସ ସହିତ ଏହାର ରଣନୈତିକ ସହଭାଗିତାକୁ ବହୁତ ଗୁରୁତ୍ୱ ଦିଏ । ମୁଁ ଆମର ନିରନ୍ତର ସମ୍ପର୍କ ଏବଂ ଦୁଇ ରାଷ୍ଟ୍ର ମଧ୍ୟରେ ବନ୍ଧୁତାକୁ ଆହୁରି ଗଭୀର କରିବା ପାଇଁ ଉତ୍ସୁକ ରହିଛି ।”
@bongbongmarcos
SR
(ରିଲିଜ ଆଡି: 2321149)
ପରିଦର୍ଶକ କାଉଣ୍ଟର : 4
ଏହି ରିଲିଜ ପଢନ୍ତୁ :
English
,
हिन्दी
,
Marathi
,
Assamese
,
Bengali
,
Punjabi
,
Gujarati
,
Tamil
,
Telugu
,
Kannada
,
Malayalam