ପ୍ରଧାନମନ୍ତ୍ରୀଙ୍କ କାର୍ଯ୍ୟାଳୟ
azadi ka amrit mahotsav

ପ୍ରଧାନମନ୍ତ୍ରୀଙ୍କୁ ଭେଟିଲେ ଆନ୍ଧ୍ର ପ୍ରଦେଶ ମୁଖ୍ୟମନ୍ତ୍ରୀ

ପୋଷ୍ଟ କରାଯିବା ଦିନାଙ୍କ: 08 OCT 2026 6:53PM by PIB Bhubaneswar

ଆନ୍ଧ୍ର ପ୍ରଦେଶର ମୁଖ୍ୟମନ୍ତ୍ରୀ ଶ୍ରୀ ଏନ୍‌. ଚନ୍ଦ୍ରବାବୁ ନାଇଡୁ ଆଜି ନୂଆଦିଲ୍ଲୀରେ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀଙ୍କୁ ସାକ୍ଷାତ କରିଛନ୍ତି ।

ପ୍ରଧାନମନ୍ତ୍ରୀଙ୍କ କାର୍ଯ୍ୟାଳୟ ପକ୍ଷରୁ ଏକ୍ସରେ ପୋଷ୍ଟ କରାଯାଇଛି;

“ଆନ୍ଧ୍ର ପ୍ରଦେଶର ମୁଖ୍ୟମନ୍ତ୍ରୀ ଶ୍ରୀ ଏନ୍‌. ଚନ୍ଦ୍ରବାବୁ ନାଇଡୁ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀଙ୍କୁ ସାକ୍ଷାତ କରିଛନ୍ତି ।

@AndhraPradeshCM”

 

SR


(ରିଲିଜ ଆଡି: 2321153) ପରିଦର୍ଶକ କାଉଣ୍ଟର : 4